Ezekiel 15:7 — Compare Translations

5 translations compared side by side

Odia - 1840
"ମୁଁ ସମାନଙ୍କେ ବିରୁଦ୍ଧ ରେ ମାରେ ମୁହଁ ବୁଲାଇବି। ଯଦି ସମାନେେ ଅଗ୍ନିରୁ ରକ୍ଷା ପାଇଗଲେ, ତଥାପି ସହେି ଅଗ୍ନି ସମାନଙ୍କେୁ ଗ୍ରାସ କରିବ। ଯେ ହତେୁ ମୁଁ ସମାନଙ୍କେ ବିରୁଦ୍ଧ ରେ ବିମୁଖ ହାଇେଛି, ଏହା ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବହ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କ ବିରୁଦ୍ଧରେ ମୋର ମୁହଁ ବୁଲାଇବି। ଯଦି ସେମାନେ ଅଗ୍ନିରୁ ରକ୍ଷା ପାଇଗଲେ, ତଥାପି ସେହି ଅଗ୍ନି ସେମାନଙ୍କୁ ଗ୍ରାସ କରିବ। ଯେହେତୁ ମୁଁ ସେମାନଙ୍କ ବିରୁଦ୍ଧରେ ବିମୁଖ ହୋଇଛି, ଏହା ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)