Ezekiel 15:8 — Compare Translations
5 translations compared side by side
Odia - 1840
"ଏବଂ ମୁଁ ସେ ଦେଶକୁ ଧ୍ବଂସ କରିବି, କାରଣ ସମାନେେ ମାେ ପ୍ରତି ମହା ଅବିଶ୍ବାସ କରିଛନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଦେଶକୁ ଧ୍ଵଂସସ୍ଥାନ କରିବା, କାରଣ ସେମାନେ ସତ୍ୟ ଲଘଂନ କରିଅଛନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ସେ ଦେଶକୁ ଧ୍ୱଂସ କରିବି, କାରଣ ସେମାନେ ମୋ’ ପ୍ରତି ମହା ଅବିଶ୍ୱାସ କରିଛନ୍ତି।” ଏହା ମୋର ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ-ଲଙ୍ଘନ କରିଅଛନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ-ଲଙ୍ଘନ କରିଅଛନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।