Ezekiel 16:10 — Compare Translations

5 translations compared side by side

Odia - 1840
"ପୁଣି ମୁଁ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲି। ଶିକୁଳ ଚର୍ମର ପାଦୁକା ପିନ୍ଧାଇଲି, ଶୁଭ୍ର ରେଶମ ବସ୍ତ୍ର ରେ ତୁମ୍ଭର କଟୀବନ୍ଧନ କରାଇଲି ଓ ପଟ୍ଟ ବସ୍ତ୍ର ରେ ବିଭୂଷିତା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର କଟୀବନ୍ଧନ କରାଇଲୁ, ପୁଣି ପଟ୍ଟବସ୍ତ୍ରରେ ବିଭୂଷିତା କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲି। ଶିକୁଳ ଚର୍ମର ପାଦୁକା ପିନ୍ଧାଇଲି, ଶୁଭ୍ରରେଶମ ବସ୍ତ୍ରରେ ତୁମ୍ଭର କଟିବନ୍ଧନ କରାଇଲି ଓ ପଟ୍ଟ ବସ୍ତ୍ରରେ ବିଭୂଷିତା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର କଟିବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ତୁମ୍ଭକୁ ବିଚିତ୍ର ବସ୍ତ୍ର ପିନ୍ଧାଇଲୁ, ଶିଶୁକ ଚର୍ମର ପାଦୁକା ପିନ୍ଧାଇଲୁ ଓ ଆମ୍ଭେ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର କଟୀବନ୍ଧନ କରାଇଲୁ, ପୁଣି, ପଟ୍ଟବସ୍ତ୍ରରେ ବିଭୂଷିତା କଲୁ।