Ezekiel 16:11 — Compare Translations

5 translations compared side by side

Odia - 1840
"ଆହୁରି ମୁଁ ତୁମ୍ଭକୁ ଅଳଙ୍କାର ରେ ଭୂଷିତା କଲି। ତୁମ୍ଭ ହସ୍ତ ରେ କଙ୍କଣ ଓ ଗଳାଦେଶ ରେ ହାର ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ ଓ ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମୁଁ ତୁମ୍ଭକୁ ଅଳଙ୍କାରରେ ଭୂଷିତା କଲି। ତୁମ୍ଭ ହସ୍ତରେ କଙ୍କଣ ଓ ଗଳାଦେଶରେ ହାର ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ, ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ଅଳଙ୍କାରରେ ତୁମ୍ଭକୁ ଭୂଷିତା କଲୁ, ତୁମ୍ଭ ହସ୍ତରେ କଙ୍କଣ ଓ ଗଳଦେଶରେ ହାର ଦେଲୁ।