Ezekiel 16:12 — Compare Translations
5 translations compared side by side
Odia - 1840
"ପୁଣି ମୁଁ ତୁମ୍ଭ ନାସିକା ରେ ନୋଥ, କର୍ଣ୍ଣ ରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ ଓ କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ତୁମ୍ଭ ନାସିକାରେ ନୋଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭ ନାସିକାରେ ନଥ, କର୍ଣ୍ଣରେ କର୍ଣ୍ଣଭୂଷଣ ଓ ମସ୍ତକରେ ସୁନ୍ଦର ମୁକୁଟ ଦେଲୁ।