Ezekiel 16:13 — Compare Translations
5 translations compared side by side
Odia - 1840
"ଏହିରୂପେ ତୁମ୍ଭେ ସୁନା ଓ ରୂପା ରେ ବିଭୂଷିତା ହେଲ। ତୁମ୍ଭର ବସ୍ତ୍ର ଶୁଭ୍ର ରେଶମ ଓ ପଟ୍ଟଦ୍ବାରା ନିର୍ମିତ ଓ ଶିଳ୍ପ କର୍ମ ରେ ବିଚିତ୍ର ହେଲା। ତୁମ୍ଭେ ସରୁ ମଇଦା, ମଧୁ ଓ ତୈଳ ଭୋଜନ କଲ। ଆଉ ତୁମ୍ଭେ ପରମା ସୁନ୍ଦରୀ ହାଇେ ଅବଶଷେ ରେ ରାଣୀପଦ ଯୋଗ୍ଯ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରୂପେ ତୁମ୍ଭେ ସୁନା ଓ ରୂପାରେ ବିଭୂଷିତା ହେଲ ଓ ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର ଓ ପଟ୍ଟ ଦ୍ଵାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ । ପୁଣି, ତୁମ୍ଭେ ପରମା ସୁନ୍ଦରୀ ହୋଇ ଅବଶେଷରେ ରାଜ୍ଞୀର ପଦ ପ୍ରାପ୍ତ ହେଲ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ତୁମ୍ଭେ ସୁନା ଓ ରୂପାରେ ବିଭୂଷିତା ହେଲ। ତୁମ୍ଭର ବସ୍ତ୍ର ଶୁଭ୍ରରେଶମ ଓ ପଟ୍ଟଦ୍ୱାରା ନିର୍ମିତ ଓ ଶିଳ୍ପ କର୍ମରେ ବିଚିତ୍ର ହେଲା। ତୁମ୍ଭେ ସରୁ ମଇଦା, ମଧୁ ଓ ତୈଳ ଭୋଜନ କଲ। ଆଉ ତୁମ୍ଭେ ପରମା ସୁନ୍ଦରୀ ହୋଇ ଅବଶେଷରେ ରାଣୀପଦ ଯୋଗ୍ୟ ହେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ। ପୁଣି, ତୁମ୍ଭେ ପରମାସୁନ୍ଦରୀ ହୋଇ ଅବଶେଷରେ ରାଣୀପଦ ପ୍ରାପ୍ତ ହେଲ।
Odia IRV 2017 (ଓଡିଆ ବାଇବେଲ)
ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ। ପୁଣି, ତୁମ୍ଭେ ପରମା ସୁନ୍ଦରୀ ହୋଇ ଅବଶେଷରେ ରାଣୀ ପଦ ପ୍ରାପ୍ତ ହେଲ।