Ezekiel 16:14 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭକୁ ଏପରି ସୌନ୍ଦର୍ୟ୍ଯ ରେ ମାରେ ଐଶ୍ବର୍ୟ୍ଯ ଦ୍ବାରା ଏହାକୁ ବିମଣ୍ଡିତା କଲି ଯେ, ତୁମ୍ଭର ସୌନ୍ଦର୍ୟ୍ଯର ସୁଖ୍ଯାତି ନାନା ଦେଶ ରେ ବ୍ଯାପିଗଲା।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭ ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଲା; କାରଣ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଐଶ୍ଵର୍ଯ୍ୟ ଦ୍ଵାରା ତୁମ୍ଭକୁ ଯେଉଁ ସୌନ୍ଦର୍ଯ୍ୟ ଦେଇଥିଲୁ, ତାହା ସିଦ୍ଧ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଏପରି ସୌନ୍ଦର୍ଯ୍ୟରେ ମୋର ଐଶ୍ୱର୍ଯ୍ୟ ଦ୍ୱାରା ଏହାକୁ ବିମଣ୍ଡିତା କଲି ଯେ, ତୁମ୍ଭର ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଗଲା।’” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭ ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଲା; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଐଶ୍ୱର୍ଯ୍ୟ ଦ୍ୱାରା ତୁମ୍ଭକୁ ଯେଉଁ ସୌନ୍ଦର୍ଯ୍ୟ ଦେଇଥିଲୁ, ତାହା ସିଦ୍ଧ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭ ସୌନ୍ଦର୍ଯ୍ୟର ସୁଖ୍ୟାତି ନାନା ଦେଶରେ ବ୍ୟାପିଲା; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଆପଣା ଐଶ୍ୱର୍ଯ୍ୟ ଦ୍ୱାରା ତୁମ୍ଭକୁ ଯେଉଁ ସୌନ୍ଦର୍ଯ୍ୟ ଦେଇଥିଲୁ, ତାହା ସିଦ୍ଧ ଥିଲା।