Ezekiel 16:15 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ନିଜ ସୌନ୍ଦର୍ୟ୍ଯ ରେ ନିର୍ଭର କରି ନିଜର ସୁଖ୍ଯାତି ହତେୁ ମାଠାେ ରେ ଅବିଶ୍ବସ୍ତ ହେଲ। ତୁମ୍ଭେ ମାେତେ ପ୍ରଚାରିତ କଲ, ଯେ କହେି ତୁମ୍ଭ ନିକଟ ଦଇେ ଗଲା ତୁମ୍ଭେ ଗଣିକା ସଦୃଶ ତା'ର ହେଲ ଓ ସମାନେେ ତୁମ୍ଭକୁ ବ୍ଯଭିଚାରିଣୀ ରୂପେ ଉପ ଭୋଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ହେତୁରୁ ବ୍ୟଭିଚାରିଣୀ ହେଲ, ପୁଣି ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
Jerusalem, the Unfaithful Bride “କିନ୍ତୁ ତୁମ୍ଭେ ନିଜ ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜର ସୁଖ୍ୟାତି ହେତୁ ମୋ’ଠାରେ ଅବିଶ୍ୱସ୍ତ ହେଲ। ତୁମ୍ଭେ ମୋତେ ପ୍ରତାରିତ କଲ, ଯେକେହି ତୁମ୍ଭ ନିକଟ ଦେଇ ଗଲା ତୁମ୍ଭେ ଗଣିକା ସଦୃଶ ତା’ର ହେଲ ଓ ସେମାନେ ତୁମ୍ଭକୁ ବ୍ୟଭିଗ୍ଭରିଣୀ ରୂପେ ଉପଭୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଆପଣା ସୌନ୍ଦର୍ଯ୍ୟରେ ନିର୍ଭର କରି ନିଜ ସୁଖ୍ୟାତି ସକାଶୁ ବ୍ୟଭିଚାରିଣୀ ହେଲ, ପୁଣି, ଯେକେହି ତୁମ୍ଭ ନିକଟ ଦେଇ ଗଲା; ତାହା ଉପରେ ତୁମ୍ଭର ବ୍ୟଭିଚାରରୂପ ଜଳ ଢାଳିଲ; ତାହା ତାହାର ଭୋଗ ହେଲା।