Ezekiel 16:17 — Compare Translations

5 translations compared side by side

Odia - 1840
"ଆହୁରି ମାରେସୁନା ଓ ରୂପା ରେ ନିର୍ମିତ ଯେଉଁସବୁ ସୁନ୍ଦର ଆଭରଣ ମୁଁ ଦେଖିଥିଲି ତୁମ୍ଭେ ତାହା ନଇେ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସମାନଙ୍କେ ସଙ୍ଗେ ବ୍ଯଭିଚାର କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମୋର ସୁନା ଓ ରୂପାରେ ନିର୍ମିତ ଯେଉଁସବୁ ସୁନ୍ଦର ଆଭରଣ ମୁଁ ଦେଇଥିଲି ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଗ୍ଭର କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭର ସୁନା ଓ ଆମ୍ଭର ରୂପାରେ ନିର୍ମିତ ଯେସକଳ ସୁନ୍ଦର ଆଭରଣ ଆମ୍ଭେ ତୁମ୍ଭକୁ ଦେଇଥିଲୁ, ତୁମ୍ଭେ ତାହା ନେଇ ପୁରୁଷାକୃତି ପ୍ରତିମାଗଣ ନିର୍ମାଣ କରି ସେମାନଙ୍କ ସଙ୍ଗେ ବ୍ୟଭିଚାର କଲ;
Odia IRV 2017 (ଓଡିଆ ବାଇବେଲ)