Ezekiel 16:18 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନଇେ ସମାନଙ୍କେୁ ପିନ୍ଧାଇଲ ଓ ସମାନଙ୍କେ ସମ୍ମୁଖ ରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।