Ezekiel 16:19 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ଯେଉଁ ସରୁ ମଇଦା, ତୈଳ ଓ ମଧୁ ତୁମ୍ଭ ଖାଦ୍ୟ ପାଇଁ ଦଇେଥିଲୁ, ତୁମ୍ଭେ ସେସବୁ ସୌରଭାର୍ଥେ ସମାନଙ୍କେ ସମ୍ମୁଖ ରେ ରଖିଲ। ତୁମ୍ଭେ ଗଣିକା ସଦୃଶ ସହେି ପ୍ରତିମାଗଣଙ୍କୁ ସନ୍ତୁଷ୍ଟ କରିବାକୁ ଏହିସବୁ କଲ। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ଵାରା ଆମ୍ଭେ ତୁମ୍ଭକୁପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ଯେଉଁ ସରୁ ମଇଦା, ତୈଳ ଓ ମଧୁ ତୁମ୍ଭ ଖାଦ୍ୟ ପାଇଁ ଦେଇଥିଲୁ, ତୁମ୍ଭେ ସେସବୁ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ। ତୁମ୍ଭେ ଗଣିକା ସଦୃଶ ସେହି ପ୍ରତିମାଗଣକୁ ସନ୍ତୁଷ୍ଟ କରିବାକୁ ଏହିସବୁ କଲ।” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।