Ezekiel 16:2 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ୟିରୁଶାଲମ ନିବାସୀଙ୍କ ଘୃଣ୍ଯ ବ୍ଯବହାରକୁ ତୁମ୍ଭେ ସମାନଙ୍କେୁ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଯିରୁଶାଲମ ନିବାସୀଙ୍କ ଘୃଣ୍ୟ ବ୍ୟବହାରକୁ ତୁମ୍ଭେ ସେମାନଙ୍କୁ ଜଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,