Ezekiel 16:20 — Compare Translations

5 translations compared side by side

Odia - 1840
"ମାେ ନିମନ୍ତେ ତୁମ୍ଭେ ଯେଉଁ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ସହେି ପୁତ୍ର କନ୍ଯାଗଣକୁ ବଧକରି ସମାନଙ୍କେୁ ଭଣ୍ଡ ଦବେତାର ଖାଦ୍ୟରୂପେ ଉତ୍ସର୍ଗ କଲ। ତୁମ୍ଭେ ୟଥେଷ୍ଟ ବେଶ୍ଯାବୃତ୍ତି କଲ ନାହିଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋ’ ନିମନ୍ତେ ତୁମ୍ଭେ ଯେଉଁ ପୁତ୍ର ଓ କନ୍ୟାମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ସେହି ପୁତ୍ରକନ୍ୟାଗଣକୁ ବଧ କରି ସେମାନଙ୍କୁ ଭଣ୍ଡ ଦେବତାର ଖାଦ୍ୟରୂପେ ଉତ୍ସର୍ଗ କଲ। ତୁମ୍ଭେ ଯଥେଷ୍ଟ ବେଶ୍ୟାବୃତ୍ତି କଲ ନାହିଁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।
Odia IRV 2017 (ଓଡିଆ ବାଇବେଲ)
“ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।