Ezekiel 16:21 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାରେ ସନ୍ତାନଗଣଙ୍କୁ ହତ୍ଯା କରି ତୁମ୍ଭର ଭଣ୍ଡ ଦବେତାମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଅଗ୍ନି ମଧିଅରେ ଉତ୍ସର୍ଗ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର ସନ୍ତାନଗଣଙ୍କୁ ହତ୍ୟା କରି ତୁମ୍ଭର ଭଣ୍ଡ ଦେବତାମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଅଗ୍ନି ମଧ୍ୟରେ ଉତ୍ସର୍ଗ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ?