Ezekiel 16:22 — Compare Translations

5 translations compared side by side

Odia - 1840
"ଏବଂ ତୁମ୍ଭର ସବୁ ଘୃଣ୍ଯ ଓ ବ୍ଯଭିଚାର କାର୍ୟ୍ଯ କଲା ବେଳେ ଆପଣା ୟୌବନାବସ୍ଥା ରେ ସହେି ବିବସନା ଓ ଉଲଗ୍ନା କଥା ମନେ ପକାଇଲ ନାହିଁ। ଆଉ ରକ୍ତ ରେ କିପରି ଛଟପଟ ହେଉଛିଲା ତାହା ସ୍ମରଣ କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେସମୟକୁ ସ୍ମରଣ କରି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭର ସବୁ ଘୃଣ୍ୟ ଓ ବ୍ୟଭିଗ୍ଭର କାର୍ଯ୍ୟ କଲାବେଳେ ଆପଣା ଯୌବନାବସ୍ଥାରେ ସେହି ବିବସନା ଓ ଉଲଗ୍ନା କଥା ମନେ ପକାଇଲ ନାହିଁ। ଆଉ ରକ୍ତରେ କିପରି ଛଟପଟ ହେଉଥିଲ ତାହା ସ୍ମରଣ କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ ଓ ବ୍ୟଭିଚାର କ୍ରିୟା କରିବା ବେଳେ ଆପଣା ଯୌବନାବସ୍ଥାର ସମୟ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେ ବିବସନା, ଉଲଙ୍ଗିନୀ ଥିଲ ଓ ନିଜ ରକ୍ତରେ ଛଟପଟ ହେଉଥିଲ, ସେହି ସମୟକୁ ସ୍ମରଣ କରି ନାହଁ।