Ezekiel 16:23 — Compare Translations

5 translations compared side by side

Odia - 1840
" ମାଟେ ଭାବରେ ତୁମ୍ଭେ ଏହା କରିଛ। ଏହା ତୁମ୍ଭ ପାଇଁ ବହୁତ ଖରାପ ଅଟେ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭକୁ ଧିକ୍ ଧିକ୍ଣ! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,
Odia Bible ERV 2004 (ପବିତ୍ର ବାଇବଲ)
“ମୋଟ ଭାବରେ ତୁମ୍ଭେ ଏହା କରିଛ। ଏହା ତୁମ୍ଭ ପାଇଁ ବହୁତ ଖରାପ ଅଟେ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭକୁ ଧିକ୍‍ ଧିକ୍‍! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭକୁ ଧିକ୍‍ ଧିକ୍‍”! ତୁମ୍ଭର ଏହିସବୁ ଦୁଷ୍ଟାଚରଣ ଉତ୍ତାରେ,