Ezekiel 16:24 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଜ ପାଇଁ କୁଦ ନିର୍ମାଣ କରିଅଛ ଓ ପ୍ରେତ୍ୟକକ ରାସ୍ତାର ଛକରେ ଦବେତାଗଣ ନିମନ୍ତେ ଉଚ୍ଚସ୍ଥଳୀ ୟଜ୍ଞବଦେୀ ନିର୍ମାଣ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ନିମନ୍ତେ ଟିକର ସ୍ଥାନ ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ନିଜ ପାଇଁ କୁଦ ନିର୍ମାଣ କରିଅଛ ଓ ପ୍ରତ୍ୟେକ ରାସ୍ତାର ଛକରେ ଦେବତାଗଣ ନିମନ୍ତେ ଉଚ୍ଚସ୍ଥଳୀ ଯଜ୍ଞବେଦି ନିର୍ମାଣ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପ୍ରତିମା ପୂଜା କରିବାକୁ ଆପଣା ନିମନ୍ତେ ମନ୍ଦିର ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପ୍ରତିମା ପୂଜା କରିବାକୁ ଆପଣା ନିମନ୍ତେ ମନ୍ଦିର ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଉଚ୍ଚସ୍ଥଳୀ ନିର୍ମାଣ କରିଅଛ।