Ezekiel 16:25 — Compare Translations

5 translations compared side by side

Odia - 1840
"ତୁମ୍ଭେ ପ୍ରେତ୍ୟକକ ରାସ୍ତା ମୁଣ୍ଡ ରେ ପାଦପୀଠ ପ୍ରସ୍ତୁତ କରିଅଛ ଓ ନିଜର ସୌନ୍ଦର୍ୟ୍ଯକୁ ଘୃଣା କରିଅଛ। ଆଉ ପ୍ରେତ୍ୟକକ ପଥିକ ପାଇଁ ନିଜର ବସ୍ତ୍ର କାଢ଼ି ପକାଇଛ, ତୁମ୍ଭର ବ୍ଯଭିଚାରୀତାର ସୀମା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ତରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ଵୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପ୍ରତ୍ୟେକ ରାସ୍ତା ମୁଣ୍ଡରେ ପାଦପୀଠ ପ୍ରସ୍ତୁତ କରିଅଛ ଓ ନିଜର ସୌନ୍ଦର୍ଯ୍ୟକୁ ଘୃଣା କରିଅଛ। ଆଉ ପ୍ରତ୍ୟେକ ପଥିକ ପାଇଁ ନିଜର ବସ୍ତ୍ର କାଢ଼ି ପକାଇଛ, ତୁମ୍ଭର ବ୍ୟଭିଗ୍ଭରୀତାର ସୀମା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ।