Ezekiel 16:26 — Compare Translations
5 translations compared side by side
Odia - 1840
"ତୁମ୍ଭେ ମିଶର ସହିତ ଅବାଧ ୟୌନକ୍ରିଯା ଉପ ଭୋଗ କରିଛ, ତୁମ୍ଭର ବୃହତ ୟୌନାଙ୍ଗ ରେ ପଡ଼ୋଶୀ ୟୌନକ୍ରିଯା କରିଛନ୍ତି। ମାେତେ ବିରକ୍ତ କରିବା ପାଇଁ ତୁମ୍ଭେ ତା' ସହିତ ବହୁବାର ୟୌନକ୍ରିଯା କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ଆପଣାର ପ୍ରତିବାସୀ ସ୍ଥୂଳମାଂସବିଶିଷ୍ଟ ମିସ୍ରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମିଶର ସହିତ ଅବାଧ ଯୌନକ୍ରିୟା ଉପଭୋଗ କରିଛ, ତୁମ୍ଭର ବୃହତ ଯୌନାଙ୍ଗରେ ପଡ଼ୋଶୀ ଯୌନକ୍ରିୟା କରିଛନ୍ତି। ମୋତେ ବିରକ୍ତ କରିବା ପାଇଁ ତୁମ୍ଭେ ତା’ ସହିତ ବହୁବାର ଯୌନକ୍ରିୟା କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ଆପଣାର କାମୁକତା ପ୍ରତିବାସୀ, ମିସରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ଆପଣାର କାମୁକତା ପ୍ରତିବାସୀ, ମିସ୍ରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ।