Ezekiel 16:27 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ମାରହେସ୍ତ ତୁମ୍ଭ ବିରୁଦ୍ଧ ରେ ଉଠାଇଲି ଏବଂ ତୁମ୍ଭର ହଦେର କିଛି ଅଂଶ ନଇୟୋଇଛି। ମୁଁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କର କନ୍ଯାମାନଙ୍କୁ ହସ୍ତାନ୍ତର କରିଛି, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଏବଂ କାମୁକତା ରେ ଭାରାକ୍ରାନ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭର ଦୈନିକ ଖାଦ୍ୟ ଊଣା କରିଅଛୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭ ଭ୍ରଷ୍ଟାଚରଣରେ ଲଜ୍ଜିତା ଅଟନ୍ତି, ସେହି ପଲେଷ୍ଟୀୟ କନ୍ୟାମାନଙ୍କ ଇଚ୍ଛାରେ ତୁମ୍ଭକୁ ସମର୍ପଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ମୋର ହସ୍ତ ତୁମ୍ଭ ବିରୁଦ୍ଧରେ ଉଠାଇଲି ଏବଂ ତୁମ୍ଭର ଦେଶର କିଛି ଅଂଶ ନେଇଯାଇଛି। ମୁଁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କର କନ୍ୟାମାନଙ୍କୁ ହସ୍ତାନ୍ତର କରିଛି, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଏବଂ କାମୁକତାରେ ଭାରାକ୍ରାନ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭର ଦୈନିକ ଖାଦ୍ୟ ଊଣା କରିଅଛୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭ ଭ୍ରଷ୍ଟାଚରଣରେ ଲଜ୍ଜିତ ଅଟନ୍ତି, ସେହି ପଲେଷ୍ଟୀୟ କନ୍ୟାମାନଙ୍କ ଇଚ୍ଛାରେ ତୁମ୍ଭକୁ ସମର୍ପଣ କଲୁ।
Odia IRV 2017 (ଓଡିଆ ବାଇବେଲ)