Ezekiel 16:28 — Compare Translations
5 translations compared side by side
Odia - 1840
"ତୁମ୍ଭେ ଅତୃପ୍ତ ହବୋରୁ ଅଶୂରୀଯମାନଙ୍କ ସହିତ ବ୍ଯଭିଚାର କରିଥିଲ। ତୁମ୍ଭେ ସମାନଙ୍କେ ସହିତ ବ୍ଯଭିଚାର କଲେ ହେଁ ସନ୍ତୁଷ୍ଟ ହାଇେ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଗ୍ଭର କରିଥିଲ। ତୁମ୍ଭେ ସେମାନଙ୍କ ସହିତ ବ୍ୟଭିଗ୍ଭର କଲେ ହେଁ ସନ୍ତୁଷ୍ଟ ହୋଇ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।