Ezekiel 16:3 — Compare Translations
5 translations compared side by side
Odia - 1840
"ଏବଂ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ୟିରୁଶାଲମକୁ ଏହି କଥା କହନ୍ତି, ତୁମ୍ଭର ଉତ୍ପତ୍ତି ଜନ୍ମସ୍ଥାନ କିଣାନୀଯ ଦେଶ ଅଟେ। ତୁମ୍ଭର ପିତା ଇ ମାରେୀଯ ଓ ମାତା ଜଣେ ହିତ୍ତୀଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କୁହ, ପ୍ରଭୁ ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ; ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଯିରୁଶାଲମକୁ ଏହି କଥା କହନ୍ତି, ତୁମ୍ଭର ଉତ୍ପତ୍ତି ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ। ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା।