Ezekiel 16:31 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭେ ପ୍ରେତ୍ୟକକ ରାସ୍ତା ମୁଣ୍ଡ ରେ ଆପଣା ଆପଣା ଗୃହ ନିର୍ମାଣ କରିଅଛ ଓ ପ୍ରେତ୍ୟକକ ଛକରେ ଆପଣା ଉଚ୍ଚସ୍ଥଳୀ ୟଜ୍ଞବଦେୀ ନିର୍ମାଣ କରିଅଛ। ତୁମ୍ଭେ ପ୍ରକୃତ ରେ ଜଣେ ବେଶ୍ଯା ପରି ନୁହଁ, ତୁମ୍ଭେ ବ୍ଯଭିଚାରିଣୀ କାର୍ୟ୍ଯ ରେ ଲିପ୍ତ ହେଲ, କିନ୍ତୁ ମୁଦ୍ରା ନଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ତରେ ଆପଣା ଉଚ୍ଚ ସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ତୁମ୍ଭେ ପ୍ରତ୍ୟେକ ରାସ୍ତା ମୁଣ୍ଡରେ ଆପଣା ଆପଣା ଗୃହ ନିର୍ମାଣ କରିଅଛ ଓ ପ୍ରତ୍ୟେକ ଛକରେ ଆପଣା ଉଚ୍ଚସ୍ଥଳୀ ଯଜ୍ଞବେଦି ନିର୍ମାଣ କରିଅଛ। ତୁମ୍ଭେ ପ୍ରକୃତରେ ଜଣେ ବେଶ୍ୟା ପରି ନୁହଁ, ତୁମ୍ଭେ ବ୍ୟଭିଗ୍ଭରିଣୀ କାର୍ଯ୍ୟରେ ଲିପ୍ତ ହେଲ, କିନ୍ତୁ ମୁଦ୍ରା ନେଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଆପଣା ଉଚ୍ଚ ସ୍ଥାନ ନିର୍ମାଣ କରୁଅଛ ଓ ପ୍ରତ୍ୟେକ ଛକରେ ମଞ୍ଚ ପ୍ରସ୍ତୁତ କରୁଅଛ; ପୁଣି, ତୁମ୍ଭେ ବେଶ୍ୟା ପରି ନ ହୋଇ ଭଡ଼ା ତୁଚ୍ଛ କରିଅଛ।