Ezekiel 16:32 — Compare Translations
5 translations compared side by side
Odia - 1840
"ତୁମ୍ଭେ ଜଣେ ବ୍ଯଭିଚାରିଣୀ ସ୍ତ୍ରୀ, ତୁମ୍ଭେ ସ୍ବାମୀକୁ ଛାଡ଼ି ଆଗନ୍ତୁକ ପୁରୁଷମାନଙ୍କୁ ୟୌନ ସହଚର ରୂପେ ପସନ୍ଦ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତ ବ୍ୟଭିଚାରିଣୀ ଭାର୍ଯ୍ୟା! ତୁମ୍ଭେ ତ ଆପଣା ସ୍ଵାମୀ ବଦଳରେ ଜାରଗଣକୁ ଗ୍ରହଣ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜଣେ ବ୍ୟଭିଗ୍ଭରିଣୀ ସ୍ତ୍ରୀ, ତୁମ୍ଭେ ସ୍ୱାମୀକୁ ଛାଡ଼ି ଆଗନ୍ତୁକ ପୁରୁଷମାନଙ୍କୁ ଯୌନ ସହଚର ରୂପେ ପସନ୍ଦ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତ ବ୍ୟଭିଚାରିଣୀ ଭାର୍ଯ୍ୟା! ତୁମ୍ଭେ ତ ଆପଣା ସ୍ୱାମୀ ବଦଳରେ ଅଜଣା ଲୋକଙ୍କୁ ଗ୍ରହଣ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତ ବ୍ୟଭିଚାରିଣୀ ଭାର୍ଯ୍ୟା! ତୁମ୍ଭେ ତ ଆପଣା ସ୍ୱାମୀ ବଦଳରେ ଅଜଣା ଲୋକଙ୍କୁ ଗ୍ରହଣ କରୁଅଛ।