Ezekiel 16:33 — Compare Translations

5 translations compared side by side

Odia - 1840
"ଲୋକେ ବେଶ୍ଯାମାନଙ୍କୁ ଭଡ଼ା ଦିଅନ୍ତି। ମାତ୍ର ତୁମ୍ଭେ ନିଜର ପ୍ ରମେିକମାନ୍କୁ ଭଡ଼ା ଦଇେ ବ୍ଯଭିଚାର କରୁଅଛ। ଆଉ ତୁମ୍ଭର ବେଶ୍ଯାବୃତ୍ତି କ୍ରମେ ସମାନେେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ସେଥିପାଇଁ ସମାନଙ୍କେୁ ଲାଞ୍ଚ ଦଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତିକ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି। ମାତ୍ର ତୁମ୍ଭେ ନିଜର ପ୍ରେମିକମାନଙ୍କୁ ଭଡ଼ା ଦେଇ ବ୍ୟଭିଗ୍ଭର କରୁଅଛ। ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ସେଥିପାଇଁ ସେମାନଙ୍କୁ ଲାଞ୍ଚ ଦେଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ।
Odia IRV 2017 (ଓଡିଆ ବାଇବେଲ)
ଲୋକେ ବେଶ୍ୟାମାନଙ୍କୁ ଭଡ଼ା ଦିଅନ୍ତି; ମାତ୍ର ତୁମ୍ଭେ ଆପଣା ପ୍ରେମିକ ସମସ୍ତଙ୍କୁ ଭଡ଼ା ଦେଉଅଛ, ଆଉ ତୁମ୍ଭର ବେଶ୍ୟାବୃତ୍ତି କ୍ରମେ ସେମାନେ ଯେପରି ଚତୁର୍ଦ୍ଦିଗରୁ ତୁମ୍ଭ ନିକଟକୁ ଆସନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଉଅଛ।