Ezekiel 16:36 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ତୁମ୍ଭର ପ୍ ରମେିକଗଣ ସଙ୍ଗେ ବ୍ଯଭିଚାର ହତେୁ ତୁମ୍ଭର ଉଲଗ୍ନତା ଅନାବୃତ ହାଇେଅଛି। ତୁମ୍ଭେ ତୁମ୍ଭର ଘୃଣ୍ଯ ମୂର୍ତ୍ତିମାନଙ୍କୁ ଆପଣା ସନ୍ତାନଗଣର ରକ୍ତ ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ପ୍ରେମିକଗଣ ସଙ୍ଗେ ବ୍ୟଭିଗ୍ଭର ହେତୁ ତୁମ୍ଭର ଉଲଗ୍ନତା ଅନାବୃତ ହୋଇଅଛି। ତୁମ୍ଭେ ତୁମ୍ଭର ଘୃଣ୍ୟ ମୂର୍ତ୍ତିମାନଙ୍କୁ ଆପଣା ସନ୍ତାନଗଣର ରକ୍ତ ଦେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭର ଅଶୁଚିତା ଢଳା ଯାଇଅଛି ଓ ତୁମ୍ଭର ପ୍ରେମିକଗଣର ସଙ୍ଗେ ତୁମ୍ଭର ବ୍ୟଭିଚାର ହେତୁ ତୁମ୍ଭର ଉଲଙ୍ଗତା ଅନାବୃତ ହୋଇଅଛି, ଏଥିପାଇଁ, ପୁଣି, ତୁମ୍ଭର ଘୃଣାଯୋଗ୍ୟ ସକଳ ଦେବତାର ନିମନ୍ତେ ଓ ତୁମ୍ଭେ ସେମାନଙ୍କୁ ଆପଣା ସନ୍ତାନଗଣର ଯେଉଁ ରକ୍ତ ଦେଇଅଛ; ତହିଁ ସକାଶୁ;