Ezekiel 16:37 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ତୁମ୍ଭର ସମସ୍ତ ପ୍ ରମେିକମାନଙ୍କୁ ଏକତ୍ରୀତ କରିବି, ଯେଉଁମାନଙ୍କୁ ତୁମ୍ଭେ ଘୃଣା କର ଓ ପ୍ ରମେ କର। ମୁଁ ସମାନଙ୍କେୁ ତୁମ୍ଭ ବିରୁଦ୍ଧ ରେ ଚାରିଆଡ଼ୁ ଏକତ୍ରୀତ କରିବି ଏବଂ ତୁମ୍ଭର ନଗ୍ନତା ସମାନଙ୍କେ ଆଗ ରେ ଅନାବୃତ କରିବି। ଏବଂ ସମାନଙ୍କେୁ ତୁମ୍ଭର ସମ୍ପୂର୍ଣ୍ଣ ନଗ୍ନତା ଦେଖିବାକୁ ଦବେି। ସମାନେେ ତୁମ୍ଭର ସମସ୍ତ ନଗ୍ନତା ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତୁମ୍ଭର ସମସ୍ତ ପ୍ରେମିକମାନଙ୍କୁ ଏକତ୍ରିତ କରିବି, ଯେଉଁମାନଙ୍କୁ ତୁମ୍ଭେ ଘୃଣା କର ଓ ପ୍ରେମ କର। ମୁଁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଗ୍ଭରିଆଡ଼ୁ ଏକତ୍ରିତ କରିବି ଏବଂ ତୁମ୍ଭର ନଗ୍ନତା ସେମାନଙ୍କ ଆଗରେ ଅନାବୃତ କରିବି। ଏବଂ ସେମାନଙ୍କୁ ତୁମ୍ଭର ସମ୍ପୂର୍ଣ୍ଣ ନଗ୍ନତା ଦେଖିବାକୁ ଦେବି। ସେମାନେ ତୁମ୍ଭର ସମସ୍ତ ନଗ୍ନତା ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
Odia IRV 2017 (ଓଡିଆ ବାଇବେଲ)