Ezekiel 16:38 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ବ୍ଯଭିଚାରିଣୀ ଓ ହତ୍ଯାକାରିଣୀ ରୂପେ ବିଚାର କରିବି। ଏବଂ କୋପ ଓ ଅନ୍ତଜ୍ବାଳାର ରକ୍ତ ତୁମ୍ଭ୍ ଉପ ରେ ଉପସ୍ଥିତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିବାହ ନିୟମ ଲଘଂନକାରିଣୀ ଓ ରକ୍ତପାତ-କାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ଵାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ବ୍ୟଭିଗ୍ଭରିଣୀ ଓ ହତ୍ୟାକାରିଣୀ ରୂପେ ବିଗ୍ଭର କରିବି। ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିବାହ ନିୟମ ଲଙ୍ଘନକାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।
Odia IRV 2017 (ଓଡିଆ ବାଇବେଲ)
ବିବାହ ନିୟମ ଲଘଂନକାରିଣୀ ଓ ରକ୍ତପାତ-କାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।