Ezekiel 16:39 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ ରମେିକମାନଙ୍କ ହସ୍ତ ରେ ସମର୍ପଣ କରିବା। ତହିଁରେ ସମାନେେ ତୁମ୍ଭର ପୂଜା ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀଗୁଡ଼ିକୁ ଉତ୍ପାଟନ କରିବେ। ପୁଣି ସମାନେେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାର ସବୁ ଅପହରଣ କରିବେ। ଆଉ ସମାନେେ ତୁମ୍ଭକୁ ବିବସନା ଉଲଗ୍ନତା କରି ଛାଡ଼ି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଆମ୍ଭେ ତୁମ୍ଭକୁ ସେମାନଙ୍କ ହସ୍ତରେ ସମର୍ପଣ କରିବା, ତହିଁରେ ସେମାନେ ତୁମ୍ଭର ଟିକର ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀସବୁ ଉତ୍ପାଟନ କରିବେ; ପୁଣି, ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାରସବୁ ହରଣ କରି ନେବେ; ଆଉ, ସେମାନେ ତୁମ୍ଭକୁ ବିବସନା ଓ ଉଲଙ୍ଗିନୀ କରି ଛାଡ଼ିଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରେମିକମାନଙ୍କ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ତୁମ୍ଭର ପୂଜା ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀଗୁଡ଼ିକୁ ଉତ୍ପାଟନ କରିବେ। ପୁଣି ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାର ସବୁ ଅପହରଣ କରିବେ। ଆଉ ସେମାନେ ତୁମ୍ଭକୁ ବିବସନା ଉଲଗ୍ନତା କରି ଛାଡ଼ି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ, ମଧ୍ୟ ତୁମ୍ଭକୁ ସେମାନଙ୍କ ହସ୍ତରେ ସମର୍ପଣ କରିବା, ତହିଁରେ ସେମାନେ ତୁମ୍ଭର ମନ୍ଦିର ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀସବୁ ଉତ୍ପାଟନ କରିବେ; ପୁଣି, ସେମାନେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାରସବୁ ହରଣ କରି ନେବେ; ଆଉ, ସେମାନେ ତୁମ୍ଭକୁ ବିବସନା ଓ ଉଲଙ୍ଗିନୀ କରି ଛାଡ଼ି ଦେବେ।
Odia IRV 2017 (ଓଡିଆ ବାଇବେଲ)