Ezekiel 16:4 — Compare Translations

5 translations compared side by side

Odia - 1840
"ହେ ୟିରୁଶାଲମ, ତୁମ୍ଭର ଜନ୍ମ ବିବରଣୀ ହେଲା, ତୁମ୍ଭେ ଜନ୍ମ ହବୋ ଦିନ ତୁମ୍ଭର ନାଭି କଟା ହାଇେ ନ ଥିଲା। କିମ୍ବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳ ରେ ସ୍ନାନ କରାୟାଇ ନ ଥିଲା। ତୁମ୍ଭ ଶରୀର ରେ ଲବଣ ଦିଆୟାଇ ନ ଥିଲା କିମ୍ବା ତୁମ୍ଭକୁ ପଟି ରେ ଆବୃତ କରାୟାଇ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରୁଶାଲମ, ତୁମ୍ଭର ଜନ୍ମ ବିବରଣୀ ହେଲା, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା। କିମ୍ବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା। ତୁମ୍ଭ ଶରୀରରେ ଲବଣ ଦିଆଯାଇ ନ ଥିଲା କିମ୍ବା ତୁମ୍ଭକୁ ପଟିରେ ଆବୃତ କରାଯାଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଜନ୍ମର ବିବରଣ ଏହି, ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ନାଭି କଟା ହୋଇ ନ ଥିଲା, କିଅବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳରେ ସ୍ନାନ କରାଯାଇ ନ ଥିଲା; ତୁମ୍ଭେ ଲବଣରେ ମଖାଯାଇ ନ ଥିଲ, କିଅବା ପଟୀରେ ଗୁଡ଼ା ଯାଇ ନ ଥିଲ।