Ezekiel 16:40 — Compare Translations

5 translations compared side by side

Odia - 1840
"ଏବଂ ସମାନେେ ତୁମ୍ଭ ବିରୁଦ୍ଧ ରେ ଏକ ଜନ ସମାଜକୁ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ସମାନଙ୍କେ ଖଡ୍ଗ ରେ ତୁମ୍ଭକୁ ଖଣ୍ଡ ବିଖଣ୍ଡିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ଼୍‍ଗରେ ତୁମ୍ଭକୁ ବିନ୍ଧିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ତୁମ୍ଭ ବିରୁଦ୍ଧରେ ଏକ ଜନ ସମାଜକୁ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ସେମାନଙ୍କ ‌‌ଖ‌ଡ଼୍‌ଗରେ ତୁମ୍ଭକୁ ଖଣ୍ଡ ବିଖଣ୍ଡିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ୍ଗରେ ତୁମ୍ଭକୁ ବିନ୍ଧିବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ତୁମ୍ଭ ବିରୁଦ୍ଧରେ ଏକ ସମାଜ ଆଣି ତୁମ୍ଭକୁ ପ୍ରସ୍ତରାଘାତ କରିବେ ଓ ଆପଣା ଆପଣା ଖଡ୍ଗରେ ତୁମ୍ଭକୁ ବିନ୍ଧିବେ।