Ezekiel 16:41 — Compare Translations
5 translations compared side by side
Odia - 1840
"ସମାନେେ ତୁମ୍ଭର ଗୃହସବୁ ଅଗ୍ନି ରେ ଦଗ୍ଧ କରିବେ। ବହୁତ ସ୍ତ୍ରୀ ଲୋକମାନଙ୍କ ସମ୍ମୁଖ ରେ ସମାନେେ ତୁମ୍ଭକୁ ଦଣ୍ଡିତ କରିବେ। ତୁମ୍ଭ ବ୍ଯଭିଚାରୀତାର ମୁଁ ପୂର୍ଣ୍ଣଛଦେ ପକାଇବି ଏବଂ ତୁମ୍ଭେ ତୁମ୍ଭର ପ୍ ରମେିକମାନଙ୍କୁ ଆଉ ଭଡ଼ା ଦବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ତାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ମଧ୍ୟ ତୁମ୍ଭେ ଆଉ ଭଡ଼ା ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ। ବହୁତ ସ୍ତ୍ରୀଲୋକମାନଙ୍କ ସମ୍ମୁଖରେ ସେମାନେ ତୁମ୍ଭକୁ ଦଣ୍ଡିତ କରିବେ। ତୁମ୍ଭ ବ୍ୟଭିଗ୍ଭରୀତାର ମୁଁ ପୂର୍ଣ୍ଣଛେଦ ପକାଇବି ଏବଂ ତୁମ୍ଭେ ତୁମ୍ଭର ପ୍ରେମିକମାନଙ୍କୁ ଆଉ ଭଡ଼ା ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।