Ezekiel 16:42 — Compare Translations

5 translations compared side by side

Odia - 1840
"ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହବେ ଓ ତୁମ୍ଭଠାରୁ ଆମ୍ଭର ଅନ୍ତଜର୍‌ବାଳା ୟିବ। ଆଉ ଆମ୍ଭେ କ୍ଷାନ୍ତ ହାଇେ କୋରଧ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶା; ହେବ ଓ ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ଵାଳା ଯିବ ଓ ଆମ୍ଭେ କ୍ଷା; ହୋଇ ଆଉ କ୍ରୋଧ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ ଓ ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ। ଆଉ ଆମ୍ଭେ କ୍ଷାନ୍ତ ହୋଇ କ୍ରୋଧ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ, ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ ଓ ଆମ୍ଭେ କ୍ଷାନ୍ତ ହୋଇ ଆଉ କ୍ରୋଧ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ, ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ ଓ ଆମ୍ଭେ କ୍ଷାନ୍ତ ହୋଇ ଆଉ କ୍ରୋଧ କରିବା ନାହିଁ।