Ezekiel 16:43 — Compare Translations

5 translations compared side by side

Odia - 1840
"ଏସବୁ କରିବାର କାରଣ ତୁମ୍ଭେ ତୁମ୍ଭର ୟୌବନାବସ୍ଥାର ଦିନ ମନେ ରଖି ନାହଁ। ତୁମ୍ଭେ ତୁମ୍ଭର କୁକାର୍ୟ୍ଯ ଦ୍ବାରା ମାେତେ କୋରଧିତ କଲ। ମୁଁ ତୁମ୍ଭକୁ ତୁମ୍ଭର ବ୍ଯବହାର ପାଇଁ ଦଣ୍ଡିତ କରିବି। ତୁମ୍ଭର ଅନ୍ୟ ଘୃଣ୍ଯ କାର୍ୟ୍ଯ ସହିତ ବେଶ୍ଯାବୃତ୍ତିକୁ ୟୋଡ଼ିବା ରେ କଣ ଅଧିକ ପ୍ରାଧାନ୍ଯ ହାଇେ ନ ଥିଲା? ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ, ଏହେତୁ ଦେଖ, ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏସବୁ କରିବାର କାରଣ ତୁମ୍ଭେ ତୁମ୍ଭର ଯୌବନାବସ୍ଥାର ଦିନ ମନେ ରଖି ନାହଁ। ତୁମ୍ଭେ ତୁମ୍ଭର କୁକାର୍ଯ୍ୟ ଦ୍ୱାରା ମୋତେ କ୍ରୋଧିତ କଲ। ମୁଁ ତୁମ୍ଭକୁ ତୁମ୍ଭର ବ୍ୟବହାର ପାଇଁ ଦଣ୍ଡିତ କରିବି। ତୁମ୍ଭର ଅନ୍ୟ ଘୃଣ୍ୟ କାର୍ଯ୍ୟ ସହିତ ବେଶ୍ୟାବୃତ୍ତିକୁ ଯୋଡ଼ିବାରେ କ’ଣ ଅଧିକ ପ୍ରାଧାନ୍ୟ ହୋଇ ନ ଥିଲା?” ଏହା ସଦାପ୍ରଭୁ, ମୋର ପ୍ରଭୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ, ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ”, ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।