Ezekiel 16:44 — Compare Translations
5 translations compared side by side
Odia - 1840
" ଯେଉଁ ଲୋକମାନେ ପ୍ରବଚନ ବ୍ଯବହାର କରନ୍ତି, ତୁମ୍ଭ୍ ଉପ ରେ ଏହା ପ୍ରଯୋଗ କରିବେ। 'ମାଆ ଗୁଣେ ଝିଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ, ଯଥା, ମାତା ଯେସନ, କନ୍ୟା ତେସନ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଲୋକମାନେ ପ୍ରବଚନ ବ୍ୟବହାର କରନ୍ତି, ତୁମ୍ଭ ଉପରେ ଏହା ପ୍ରୟୋଗ କରିବେ। ‘ମା ଗୁଣେ ଝିଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ‘ମାତା ଯେସନ, କନ୍ୟା ତେସନ।’
Odia IRV 2017 (ଓଡିଆ ବାଇବେଲ)
ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ମାତା ଯେସନ, କନ୍ୟା ତେସନ।