Ezekiel 16:45 — Compare Translations
5 translations compared side by side
Odia - 1840
"ତୁମ୍ଭେ ପ୍ରକୃତ ରେ ତୁମ୍ଭ ମାତାର କନ୍ଯା। ସେ ଆପଣା ସ୍ବାମୀକି ଓ ସନ୍ତାନକୁ ଘୃଣା କରେ। ତୁମ୍ଭେ ଠିକ୍ ତୁମ୍ଭ ଭଉଣୀମାନଙ୍କ ପରି। ସମାନେେ ସମାନଙ୍କେର ସ୍ବାମୀକି ଓ ସନ୍ତାନକୁ ଘୃଣା କରନ୍ତି। ତୁମ୍ଭେ ବାସ୍ତବ ରେ ତୁମ୍ଭ ପିତାମାତାଙ୍କ ସଦୃଶ। ତୁମ୍ଭର ମାତା ଜଣେ ହିତ୍ତୀଯା ଓ ତୁମ୍ଭ ପିତା ଜଣେ ଇ ମାରେୀଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ଵାମୀକି ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ଵାମୀକି ଓ ସନ୍ତାନଗଣକୁଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପ୍ରକୃତରେ ତୁମ୍ଭ ମାତାର କନ୍ୟା। ସେ ଆପଣା ସ୍ୱାମୀକି ଓ ସନ୍ତାନକୁ ଘୃଣା କରେ। ତୁମ୍ଭେ ଠିକ୍ ତୁମ୍ଭ ଭଉଣୀମାନଙ୍କ ପରି। ସେମାନେ ସେମାନଙ୍କର ସ୍ୱାମୀକି ଓ ସନ୍ତାନକୁ ଘୃଣା କରନ୍ତି। ତୁମ୍ଭେ ବାସ୍ତବରେ ତୁମ୍ଭ ପିତାମାତାଙ୍କ ସଦୃଶ। ତୁମ୍ଭର ମାତା ଜଣେ ହିତ୍ତୀୟା ଓ ତୁମ୍ଭ ପିତା ଜଣେ ଇମୋରୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ୱାମୀକୁ ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ୱାମୀକୁ ଓ ସନ୍ତାନଗଣକୁ ଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା।
Odia IRV 2017 (ଓଡିଆ ବାଇବେଲ)