Ezekiel 16:46 — Compare Translations

5 translations compared side by side

Odia - 1840
"ଏବଂ ତୁମ୍ଭର ବଡ଼ ଭଉଣୀ ଶମରିଯା, ସେ ଆପଣା କନ୍ଯାଗଣ ସହିତ ତୁମ୍ଭର ବାମ ଦିଗ ରେ ବାସ କଲେ। ଏବଂ ସଦୋମ ତୁମ୍ଭର ସାନ ଭଉଣୀ, ସେ ଓ ତାହାର କନ୍ଯାଗଣ ତୁମ୍ଭର ଦକ୍ଷିଣ ଦିଗ ରେ ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ବାମ ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭର ବଡ଼ ଭଉଣୀ ଶମରିୟା, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ବାମ ଦିଗରେ ବାସ କରେ। ଏବଂ ସଦୋମ ତୁମ୍ଭର ସାନ ଭଉଣୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।