Ezekiel 16:47 — Compare Translations

5 translations compared side by side

Odia - 1840
"ତୁମ୍ଭେ କବଳେ ସମାନଙ୍କେର ଘୃଣ୍ଯ ପ୍ରଥାକୁ ଅନୁସରଣ କଲ ନାହିଁ। କିନ୍ତୁ ସତେ ଯେପରି ଏହା ମନ୍ଦ ନୁହେଁ। ତୁମ୍ଭେ ସମାନଙ୍କେ ଅପେକ୍ଷା ଅଧିକ ଭ୍ରଷ୍ଟାଚାର କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମଣି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କେବଳ ସେମାନଙ୍କର ଘୃଣ୍ୟ ପ୍ରଥାକୁ ଅନୁସରଣ କଲ ନାହିଁ। କିନ୍ତୁ ସତେ ଯେପରି ଏହା ମନ୍ଦ ନୁହେଁ। ତୁମ୍ଭେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଗ୍ଭର କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେ କରି, ତୁମ୍ଭେ ଆପଣାର ସମସ୍ତ ଆଚାରବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେକରି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।