Ezekiel 16:48 — Compare Translations
5 translations compared side by side
Odia - 1840
"ମାରେସଦାପ୍ରଭୁ କହନ୍ତି, ମୁଁ ଜୀବିତ ଅଛି ଏବଂ ମାରଜେୀବନର ପ୍ରତିଜ୍ଞା କରି କହୁଅଛି, ତୁମ୍ଭର ଭଉଣୀ ସଦୋମ ଓ ତାହାର କନ୍ଯାଗଣ ତୁମ୍ଭପରି ଓ ତୁମ୍ଭ କନ୍ଯାଗଣ ପରି କୁକର୍ମ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ ଓ ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସଦାପ୍ରଭୁ କହନ୍ତି, ମୁଁ ଜୀବିତ ଅଛି ଏବଂ ମୋର ଜୀବନର ପ୍ରତିଜ୍ଞା କରି କହୁଅଛି, ତୁମ୍ଭର ଭଉଣୀ ସଦୋମ ଓ ତାହାର କନ୍ୟାଗଣ ତୁମ୍ଭପରି ଓ ତୁମ୍ଭ କନ୍ୟାଗଣ ପରି କୁକର୍ମ କରି ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ, ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ କହୁଅଛୁ, ତୁମ୍ଭର ଭଗିନୀ ସଦୋମ, ତାହାର କନ୍ୟାଗଣ ତୁମ୍ଭ ପରି ଓ ତୁମ୍ଭ କନ୍ୟାଗଣ ପରି କର୍ମ କରି ନାହାନ୍ତି।