Ezekiel 16:49 — Compare Translations

5 translations compared side by side

Odia - 1840
"ପରମେଶ୍ବର କହନ୍ତି, ତୁମ୍ଭର ଭଉଣୀ ସଦୋମ ଓ ତାହାର ଭଉଣୀମାନେ ସମାନଙ୍କେର ଅହଂକାର ପାଇଁ ଦୋଷୀ ହେଲେ। ଯଦିଓ ସମାନଙ୍କେର ୟଥେଷ୍ଟ ଖାଦ୍ୟ ଓ ସୌଭାଗ୍ଯ ଜନିତ ଶାନ୍ତି ଥିଲେ ମଧ୍ଯ ସମାନେେ ଗରିବ ଓ ଅସହାୟ ଲୋକଙ୍କୁ ସାହାୟ୍ଯ କରୁ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ତୁମ୍ଭର ଭଉଣୀ ସଦୋମ ଓ ତାହାର ଭଉଣୀମାନେ ସେମାନଙ୍କର ଅହଂକାର ପାଇଁ ଦୋଷୀ ହେଲେ। ଯଦିଓ ସେମାନଙ୍କର ଯଥେଷ୍ଟ ଖାଦ୍ୟ ଓ ସୌଭାଗ୍ୟ ଜନିତ ଶାନ୍ତି ଥିଲେ ମଧ୍ୟ ସେମାନେ ଗରିବ ଓ ଅସହାୟ ଲୋକଙ୍କୁ ସାହାଯ୍ୟ କରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।