Ezekiel 16:5 — Compare Translations
5 translations compared side by side
Odia - 1840
"ଏହିସବୁ କରିବା ପାଇଁ ସଠାେ ରେ କହେି ନ ଥିଲେ। ତୁମ୍ଭପ୍ରତି ଯତ୍ନ ନବୋକୁ କିମ୍ବା ଦୟା ଦଖାଇବୋ ପାଇଁ କହେି ସଠାେ ରେ ନ ଥିଲେ। ତୁମ୍ଭର ପିତାମାତା ତୁମ୍ଭକୁ ମଲୋ ପଡ଼ିଆ ରେ ଫୋପାଡ଼ି ଦଇେ ୟାଇଥିଲେ। ତୁମ୍ଭେ ଜନ୍ମ ହେଲାଠାରୁ ଘୃଣିତ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ହେତୁରୁ ମେଲା ପଡ଼ିଆରେ ଫୋପଡ଼ା ଯାଇଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ କରିବା ପାଇଁ ସେଠାରେ କେହି ନ ଥିଲେ। ତୁମ୍ଭ ପ୍ରତି ଯତ୍ନ ନେବାକୁ କିମ୍ବା ଦୟା ଦେଖାଇବା ପାଇଁ କେହି ସେଠାରେ ନ ଥିଲେ। ତୁମ୍ଭର ପିତାମାତା ତୁମ୍ଭକୁ ମେଲା ପଡ଼ିଆରେ ଫୋପାଡ଼ି ଦେଇ ଯାଇଥିଲେ। ତୁମ୍ଭେ ଜନ୍ମ ହେଲାଠାରୁ ଘୃଣିତ ହେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ସକାଶୁ ଖୋଲା ପଡ଼ିଆରେ ଫୋପଡ଼ା ଯାଇଥିଲ।
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ମଧ୍ୟରୁ କୌଣସି କାର୍ଯ୍ୟ କରିବା ପାଇଁ, ତୁମ୍ଭ ପ୍ରତି ଦୟା ବହିବା ପାଇଁ କେହି ତୁମ୍ଭ ଉପରେ ସ୍ନେହ ଦୃଷ୍ଟି ନ କଲା; ମାତ୍ର ତୁମ୍ଭେ ଜନ୍ମ ହେବା ଦିନ ତୁମ୍ଭର ଘୃଣାଯୋଗ୍ୟ ଅବସ୍ଥା ସକାଶୁ ଖୋଲା ପଡ଼ିଆରେ ଫୋପଡ଼ା ଯାଇଥିଲ।