Ezekiel 16:50 — Compare Translations

5 translations compared side by side

Odia - 1840
"ଏବଂ ସମାନେେ ଅହଙ୍କାରିଣୀ ଥିଲେ ଓ ମୁଁ ଯାହା ତୀବ୍ର ଭାବରେ ଘୃଣା କରେ, ସମାନେେ ତାହା କଲେ। ତେଣୁ ମାେ ଦୃଷ୍ଟି ରେ ମୁଁ ସମାନଙ୍କେୁ ଉଚିତ୍ ଦଣ୍ଡ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେପରି ଆମ୍ଭେ ସେମାନଙ୍କୁ ଦୂର କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ଅହଙ୍କାରିଣୀ ଥିଲେ ଓ ମୁଁ ଯାହା ତୀବ୍ର ଭାବରେ ଘୃଣା କରେ, ସେମାନେ ତାହା କଲେ। ତେଣୁ ମୋ’ ଦୃଷ୍ଟିରେ ମୁଁ ସେମାନଙ୍କୁ ଉଚିତ୍ ଦଣ୍ଡ ଦେଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେହିପରି ଆମ୍ଭେ ସେମାନଙ୍କୁ ଦୂର କଲୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେହିପରି ଆମ୍ଭେ ସେମାନଙ୍କୁ ଦୂର କଲୁ।