Ezekiel 16:51 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ଶମରିଯା ତୁମ୍ଭ ପାପସବୁର ଅର୍ଦ୍ଧକେ ପାପ କରି ନାହିଁ। ତୁମ୍ଭର ବ୍ଯବହାର ତା' (ସ୍ତ୍ରୀ) ଅପେକ୍ଷା ଅଧିକ ଖରାପ, ଯେଉଁସବୁ ଘୃଣ୍ଯ କର୍ମ ତୁମ୍ଭର ଭଉଣୀକୁ ଧାର୍ମିକ ଆବିର୍ଭାବ କରିବା ପାଇଁ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ଵାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଶମରିୟା ତୁମ୍ଭ ପାପସବୁର ଅର୍ଦ୍ଧେକ ପାପ କରି ନାହିଁ। ତୁମ୍ଭର ବ୍ୟବହାର ତା’ (ସ୍ତ୍ରୀ) ଅପେକ୍ଷା ଅଧିକ ଖରାପ, ଯେଉଁସବୁ ଘୃଣ୍ୟ କର୍ମ ତୁମ୍ଭର ଭଉଣୀକୁ ଧାର୍ମିକ ଆବିର୍ଭାବ କରିବା ପାଇଁ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।