Ezekiel 16:52 — Compare Translations

5 translations compared side by side

Odia - 1840
"ତେଣୁ ବର୍ତ୍ତମାନ ତୁମ୍ଭର ପାପ ସହିତ ଅପମାନକୁ ମଧ୍ଯ ବହନ କର। ଯେଉଁଗୁଡ଼ାକ ସମାନଙ୍କେର ଅପେକ୍ଷା ଅଧିକ। ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କିଛି କ୍ଷମା କଲ ଯେଉଁମାନେ କି ତୁମ୍ଭ ଅପେକ୍ଷା ବେଶୀ ଧାର୍ମିକ ଥିଲେ। ତେଣୁ ବର୍ତ୍ତମାନ ତୁମ୍ଭକୁ ଧିକ୍। ତୁମ୍ଭର ଭଉଣୀମାନଙ୍କୁ ନ୍ଯାଯ ଦବୋ ସକାେଶ ଅପମାନ ବହନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଭଗିନୀଗଣର ପକ୍ଷରେ ବିଚାର ନିଷ୍ପତ୍ତି କରିବାରୁ ଆପଣା ଅପମାନ ଆପେ ଭୋଗ କର; ସେମାନଙ୍କ ଅପେକ୍ଷା ତୁମ୍ଭର କୃତ ଅଧିକ ଘୃଣାଯୋଗ୍ୟ ପାପସମୂହ ଦ୍ଵାରା ସେମାନେ ତୁମ୍ଭ ଅପେକ୍ଷା ଧାର୍ମିକ ହୋଇଅଛନ୍ତି; ହଁ, ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ କରିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଲଜ୍ଜିତା ହୁଅ ଓ ଆପଣା ଅପମାନ ଭୋଗ କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବର୍ତ୍ତମାନ ତୁମ୍ଭର ପାପ ସହିତ ଅପମାନକୁ ମଧ୍ୟ ବହନ କର। ଯେଉଁଗୁଡ଼ାକ ସେମାନଙ୍କର ଅପେକ୍ଷା ଅଧିକ। ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କିଛି କ୍ଷମା କଲ ଯେଉଁମାନେ କି ତୁମ୍ଭ ଅପେକ୍ଷା ବେଶୀ ଧାର୍ମିକ ଥିଲେ। ତେଣୁ ବର୍ତ୍ତମାନ ତୁମ୍ଭକୁ ଧିକ୍। ତୁମ୍ଭର ଭଉଣୀମାନଙ୍କୁ ନ୍ୟାୟ ଦେବା ସକାଶେ ଅପମାନ ବହନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଭଗିନୀଗଣର ପକ୍ଷରେ ବିଚାର ନିଷ୍ପତ୍ତି କରିବାରୁ ଆପଣା ଅପମାନ ଆପେ ଭୋଗ କର; ସେମାନଙ୍କ ଅପେକ୍ଷା ତୁମ୍ଭର କୃତ ଅଧିକ ଘୃଣାଯୋଗ୍ୟ ପାପସମୂହ ଦ୍ୱାରା ସେମାନେ ତୁମ୍ଭ ଅପେକ୍ଷା ଧାର୍ମିକ ହୋଇଅଛନ୍ତି; ହଁ, ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ କରିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଲଜ୍ଜିତ ହୁଅ ଓ ଆପଣା ଅପମାନ ଭୋଗ କର।
Odia IRV 2017 (ଓଡିଆ ବାଇବେଲ)