Ezekiel 16:53 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ମୁଁ ସଦୋମ ଓ ତାହାର ଚତୁର୍ଦ୍ଦିଗସ୍ଥ କନ୍ଯାଗଣକୁ ଓ ଶମରିଯା ଏବଂ ତାହାର ଚତୁର୍ଦ୍ଦିଗସ୍ଥ କନ୍ଯାଗଣଙ୍କୁ ବିନାଶ କରିବି। ୟିରୁଶାଲମ ମଧ୍ଯ ଧ୍ବଂସ ହବେ। କିନ୍ତୁ ମୁଁ ସହେି ସମଗ୍ର ନଗର ଓ ୟିରୁଶାଲମକୁ ପୁନର୍ବାର ନିର୍ମାଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ଵାବସ୍ଥା, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ଵାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ଵାବସ୍ଥା, ପୁଣି ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ମୁଁ ସଦୋମ ଓ ତାହାର ଚତୁର୍ଦ୍ଦିଗସ୍ଥ କନ୍ୟାଗଣକୁ ଓ ଶମରିୟା ଏବଂ ତାହାର ଚତୁର୍ଦ୍ଦିଗସ୍ଥ କନ୍ୟାଗଣଙ୍କୁ ବିନାଶ କରିବି। ଯିରୁଶାଲମ ମଧ୍ୟ ଧ୍ୱଂସ ହେବ। କିନ୍ତୁ ମୁଁ ସେହି ସମଗ୍ର ନଗର ଓ ଯିରୁଶାଲମକୁ ପୁନର୍ବାର ନିର୍ମାଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ୱାବସ୍ଥା, ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା;
Odia IRV 2017 (ଓଡିଆ ବାଇବେଲ)