Ezekiel 16:54 — Compare Translations
5 translations compared side by side
Odia - 1840
"ତୁମ୍ଭର ଭଉଣୀମାନଙ୍କୁ ସାନ୍ତ୍ବନା ଦଇେ ତୁମ୍ଭେ ଯାହା କଲ, ସେଥିପାଇଁ ତୁମ୍ଭକୁ ହୁଏତ ଅପମାନିତ ହବୋକୁ ଓ ଦୁଃଖିତ ହବୋକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେ ଆପଣା ଅପମାନ ଭୋଗ କରିବ ଓ ସେମାନଙ୍କ ପ୍ରତି ସାନ୍ତ୍ଵନା ସ୍ଵରୂପ ହୋଇ ଯାହା ଯାହା କରିଅଛ, ସେସବୁ ସକାଶୁ ଲଜ୍ଜିତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଭଉଣୀମାନଙ୍କୁ ସାନ୍ତ୍ୱନା ଦେଇ ତୁମ୍ଭେ ଯାହା କଲ, ସେଥିପାଇଁ ତୁମ୍ଭକୁ ହୁଏତ ଅପମାନିତ ହେବାକୁ ଓ ଦୁଃଖିତ ହେବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେ ଆପଣା ଅପମାନ ଭୋଗ କରିବ ଓ ସେମାନଙ୍କ ପ୍ରତି ସାନ୍ତ୍ୱନା ସ୍ୱରୂପ ହୋଇ ଯାହା ଯାହା କରିଅଛ, ସେହି ସବୁ ସକାଶୁ ଲଜ୍ଜିତ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେ ଆପଣା ଅପମାନ ଭୋଗ କରିବ ଓ ସେମାନଙ୍କ ପ୍ରତି ସାନ୍ତ୍ୱନା ସ୍ୱରୂପ ହୋଇ ଯାହା ଯାହା କରିଅଛ, ସେହିସବୁ ସକାଶୁ ଲଜ୍ଜିତ ହେବ।