Ezekiel 16:55 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭର ଭଉଣୀ ସଦୋମ ଓ ତାହାର କନ୍ଯାଗଣ, ଶମରିଯା ଓ ତାହାର କନ୍ଯାଗଣ ଏବଂ ତୁମ୍ଭେ ଓ ତୁମ୍ଭର କନ୍ଯାଗଣ ପୁନଃମିଳିତ ହବେ ଅର୍ଥାତ୍ ତୁମ୍ଭର ପୂର୍ବ ଅବସ୍ଥାକୁ ଫରେିଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭର ଭଗିନୀଗଣ, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଶମରୀୟା ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଆଉ ତୁମ୍ଭେ ଓ ତୁମ୍ଭର କନ୍ୟାଗଣ ତୁମ୍ଭମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭର ଭଉଣୀ ସଦୋମ ଓ ତାହାର କନ୍ୟାଗଣ, ଶମରିୟା ଓ ତାହାର କନ୍ୟାଗଣ ଏବଂ ତୁମ୍ଭେ ଓ ତୁମ୍ଭର କନ୍ୟାଗଣ ପୁନଃନିର୍ମିତ ହେବ ଅର୍ଥାତ୍ ତୁମ୍ଭର ପୂର୍ବ ଅବସ୍ଥାକୁ ଫେରି ଆସିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ଭଗିନୀଗଣ, ଅର୍ଥାତ୍‍, ସଦୋମ ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଶମରୀୟା ଓ ତାହାର କନ୍ୟାଗଣ ସେମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବେ, ଆଉ ତୁମ୍ଭେ ଓ ତୁମ୍ଭର କନ୍ୟାଗଣ ତୁମ୍ଭମାନଙ୍କର ପୂର୍ବ ଦଶା ପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)