Ezekiel 16:57 — Compare Translations
5 translations compared side by side
Odia - 1840
"ସେ ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇଥିଲା। କିନ୍ତୁ ବର୍ତ୍ତମାନ ଅରାମର କନ୍ଯାଗଣ ତୁମ୍ଭକୁ ହୀନ କଲେ ଓ ତାହାର ଚତୁର୍ଦ୍ଦିଗସ୍ଥ କନ୍ଯାଗଣ ଓ ପଲେଷ୍ଟୀୟମାନଙ୍କର କନ୍ଯାଗଣ ତୁମ୍ଭକୁ ତାଚ୍ଛଲ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, (ପାଇଲା ଉତ୍ତାରେ) ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇଥିଲା। କିନ୍ତୁ ବର୍ତ୍ତମାନ ଅରାମର କନ୍ୟାଗଣ ତୁମ୍ଭକୁ ହୀନ କଲେ ଓ ତାହାର ଚତୁର୍ଦ୍ଦିଗସ୍ଥ କନ୍ୟାଗଣ ଓ ପଲେଷ୍ଟୀୟମାନଙ୍କର କନ୍ୟାଗଣ ତୁମ୍ଭକୁ ତାଚ୍ଛଲ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।