Ezekiel 16:58 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭେ ତୁମ୍ଭର ଘୃଣ୍ଯ କ୍ରିଯା ଓ ବ୍ଯଭିଚାରର ଭାର ବହନ କରିବ। ଏହା ସଦାପ୍ରଭୁ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣା ବ୍ୟଭିଚାର ଓ ଘୃଣାଯୋଗ୍ୟ କ୍ରିୟାର ଭାର ବହିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭେ ତୁମ୍ଭର ଘୃଣ୍ୟ କ୍ରିୟା ଓ ବ୍ୟଭିଗ୍ଭରର ଭାର ବହନ କରିବ।” ଏହା ସଦାପ୍ରଭୁ କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣା ବ୍ୟଭିଚାର ଓ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣା ବ୍ୟଭିଚାର ଓ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିଅଛ।”