Ezekiel 16:59 — Compare Translations

5 translations compared side by side

Odia - 1840
"ଏଥିପାଇଁ ସଦାପ୍ରଭୁ, ମାରେ ପ୍ରଭୁ ଯାହା କହନ୍ତି, ତୁମ୍ଭେ ଚୁକ୍ତି ଅବଜ୍ଞା କରି ନିଯମ ଯେପରି ଭଗ୍ନ କରିଅଛ, ମୁଁ ସହେିପରି ବ୍ଯବହାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
God Remains Faithful ଏଥିପାଇଁ ସଦାପ୍ରଭୁ, ମୋର ପ୍ରଭୁ ଯାହା କହନ୍ତି, “ତୁମ୍ଭେ ଚୁକ୍ତି ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ମୁଁ ସେହିପରି ବ୍ୟବହାର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।